Online Bible

- Reklamy -




ମାଥିଉ 20:21 - ପବିତ୍ର ବାଇବଲ

21 ଯୀଶୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହୁଁଛ?” ସେ କହିଲେ, “ଆପଣ ପ୍ରତିଜ୍ଞା କରି କୁହନ୍ତୁ ଯେ, ଆପଣଙ୍କ ରାଜ୍ୟରେ ମୋର ଏହି ଦୁଇ ପୁଅଙ୍କ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଅନ୍ୟ ଜଣକ ବାମପଟେ ବସିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଇଚ୍ଛା କରୁଅଛ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଜଣେ ବାମ ପାର୍ଶ୍ଵରେ ବସନ୍ତି, ଏହା ଆଜ୍ଞା କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

21 ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଅଛ ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଯୀଶୁ ତାକୁ ପଚାରିଲେ, “କ’ଣ ଚାହୁଁଛ?” ସେ କହିଲା, “ଆପଣ ଯେତେବେଳେ ରାଜା ହେବେ, ମୋର ଏହି ଦୁଇ ପୁଅଙ୍କୁ ଆପଣଙ୍କ ଡ଼ାହାଣ ଓ ବାମ ପାଖରେ ବସାଇବେ ବୋଲି କଥା ଦିଅନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।

Viz kapitola kopírovat




ମାଥିଉ 20:21

Následuj nás:

Reklamy


Reklamy