Online Bible

- Reklamy -




ମାଥିଉ 20:22 - ପବିତ୍ର ବାଇବଲ

22 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କ’ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁ ନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ’ଣ ତୁମ୍ଭେ ଭୋଗ କରି ପାରିବ?” ସେମାନେ ଉତ୍ତର ଦେଲେ, “ହଁ, ଆମ୍ଭେ ପାରିବୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର?

Viz kapitola kopírovat

ଓଡିଆ ବାଇବେଲ

22 କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ଯୀଶୁ ଜେବଦୀଙ୍କ ପୁତ୍ରମାନଙ୍କୁ ଉତ୍ତର ଦେଇ କହିଲେ, “ତୁମେ କଅଣ ମାଗୁଛ, ବୁଝି ପାରୁ ନାହଁ। ମୁଁ ଯେଉଁ ଦୁଃଖଭୋଗର ପାନପାତ୍ରରୁ ପିଇବାକୁ ଯାଉଛି, ତୁମେ କ’ଣ ସେଥିରୁ ପାନ କରିପାରିବ?” ସେମାନେ ଉତ୍ତର ଦେଲେ, “ହଁ ପାରିବୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?”

Viz kapitola kopírovat




ମାଥିଉ 20:22

Následuj nás:

Reklamy


Reklamy