ମାଥିଉ 20:23 - ପବିତ୍ର ବାଇବଲ23 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ଵରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ଵାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ। Viz kapitolaଓଡିଆ ବାଇବେଲ23 ସେମାନେ ତାହାଙ୍କୁ କହିଲେ, ପାରୁ । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ । Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ ସେମାନଙ୍କୁ କହିଲେ, “ବାସ୍ତବିକ ତୁମେ ମୋର ସେହି ପାନପାତ୍ରରୁ ପିଇବ। କିନ୍ତୁ ମୋର ଦକ୍ଷିଣ ଓ ବାମରେ ବସିବା ପାଇଁ କାହାକୁ ମନୋନୀତ କରିବା ଅଧିକାର ମୋର ନାହିଁ। ଯେଉଁମାନଙ୍କ ପାଇଁ ମୋର ପିତା ସେହି ସ୍ଥାନ ପ୍ରସ୍ତୁତ କରିଛନ୍ତି, ତାହା କେବଳ ସେମାନଙ୍କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।” Viz kapitola |