Online Bible

- Reklamy -




ମାଥିଉ 20:30 - ପବିତ୍ର ବାଇବଲ

30 ରାସ୍ତା ପାଖରେ ଦୁଇଜଣ ଅନ୍ଧ ବସିଥିଲେ। ସେମାନେ ଶୁଣିଲେ ଯେ ଯୀଶୁ ସେ ବାଟ ଦେଇ ଯାଉଛନ୍ତି। ସେମାନେ ପାଟି କଲେ, “ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଆଉ ଦେଖ, ପଥ ପାର୍ଶ୍ଵରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚ ସ୍ଵର କରି କହିଲେ, ହେ ପ୍ରଭୁ, ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

30 ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚ ସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ରାସ୍ତାକଡ଼ରେ ବସିଥିବା ଦୁଇଜଣ ଅନ୍ଧ, ଯୀଶୁ ସେବାଟେ ଆସୁଛନ୍ତି ବୋଲି ଶୁଣି ଉଚ୍ଚସ୍ୱରରେ ଡ଼ାକିଲେ, “ହେ ପ୍ରଭୁ, ଦାଉଦ ସନ୍ତାନ। ଆମକୁ ଦୟା କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।

Viz kapitola kopírovat




ମାଥିଉ 20:30

Následuj nás:

Reklamy


Reklamy