ମାଥିଉ 20:34 - ପବିତ୍ର ବାଇବଲ34 ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା'ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ, ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ତତ୍କ୍ଷଣାତ୍ ସେମାନେ ଦୃଷ୍ଟି ପାଇ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)34 ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ। ସଙ୍ଗେ ସଙ୍ଗେ ସେମାନେ ଦୃଷ୍ଟି ଶକ୍ତି ପାଇଲେ ଏବଂ ଯୀଶୁଙ୍କ ପଛେ ପଛେ ଚାଲିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ। Viz kapitola |