ମାଥିଉ 20:4 - ପବିତ୍ର ବାଇବଲ4 ତେଣୁ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ଯଦି ଯାଇ ମୋ’ ଦ୍ରାକ୍ଷାବଗିଗ୍ଭରେ କାମ କରିବ, ତେବେ ତୁମ୍ଭର ଯାହା ଉଚିତ୍ ପ୍ରାପ୍ୟ ହେବ, ମୁଁ ତୁମ୍ଭକୁ ତାହା ଦେବି।’ Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି ଯାହା ନ୍ୟାଯ୍ୟ, ତାହା ତୁମ୍ଭମାନଙ୍କୁ ଦେବି; ଆଉ, ସେମାନେ ଗଲେ। Viz kapitolaଓଡିଆ ବାଇବେଲ4 ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଠିକ୍, ତାହା ତୁମ୍ଭମାନଙ୍କୁ ଦେବି; ଆଉ ସେମାନେ ଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନଙ୍କୁ ସେ କହିଲା, ‘ତୁମେ ମଧ୍ୟ ମୋ’ ଦ୍ରାକ୍ଷା କ୍ଷେତକୁ ଯାଇ କାମ କର, ତୁମ୍ଭମାନଙ୍କୁ ଉପଯୁକ୍ତ ମଜୁରୀ ଦେବି।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ। Viz kapitola |