ମାଥିଉ 20:7 - ପବିତ୍ର ବାଇବଲ7 “ସେମାନେ କହିଲେ, ‘ଆମ୍ଭକୁ କେହି ମଜୁରୀ ଦେଇ କାମ କରିବାକୁ ଡାକି ନାହାନ୍ତି।’ “ଜମିଦାର ଜଣକ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଯାଇ ମୋର ଦ୍ରାକ୍ଷାବଗିଗ୍ଭରେ କାମ କର।’ Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ତାହାଙ୍କୁ କହିଲେ, କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ। Viz kapitolaଓଡିଆ ବାଇବେଲ7 ସେମାନେ ତାହାଙ୍କୁ କହିଲେ, କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାଁନ୍ତି । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ । Viz kapitolaପବିତ୍ର ବାଇବଲ (CL) NT (BSI)7 ସେମାନେ ଉତ୍ତର ଦେଲେ, ‘କେହି ତ ଆମକୁ କାମରେ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲା, ‘ଆଚ୍ଛା, ତେବେ ତୁମେ ସବୁ ମୋ’ ଦ୍ରାକ୍ଷା କ୍ଷେତକୁ ଯାଇ କାମ କର।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’ Viz kapitola |