Online Bible

- Reklamy -




ମାଥିଉ 21:15 - ପବିତ୍ର ବାଇବଲ

15 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସରରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସେମାନେ ଶୁଣିଲେ। ପିଲାମାନେ କହୁଥିଲେ, “ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର।” ଏସବୁ ଘଟଣାରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ-ସନ୍ତାନ ବୋଲି ଉଚ୍ଚ ସ୍ଵର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,

Viz kapitola kopírovat

ଓଡିଆ ବାଇବେଲ

15 କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ପ୍ରଧାନ ଯାଜକ ଓ ଧର୍ମଗୁରୁମାନେ ତାଙ୍କର ଅଲୌକିକ କର୍ମସବୁ ଦେଖି ଓ ପିଲାମାନେ ଦାଉଦ ସନ୍ତାନଙ୍କର ଜୟ ବୋଲି କହୁଥିବା ଶୁଣି କ୍ରୋଧାନ୍ୱିତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,

Viz kapitola kopírovat




ମାଥିଉ 21:15

Následuj nás:

Reklamy


Reklamy