Online Bible

- Reklamy -




ମାଥିଉ 21:16 - ପବିତ୍ର ବାଇବଲ

16 ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ପିଲାମାନେ କ’ଣ କହୁଛନ୍ତି, ତୁମ୍ଭେ କ’ଣ ତାହା ଶୁଣି ପାରୁଛ?” ଯୀଶୁ ଉତ୍ତର ଦେଲେ, “ହଁ ଶୁଣି ପାରୁଛି। ଧର୍ମଶାସ୍ତ୍ର କହେ, ‘ତୁମ୍ଭେ ବାଳକ ଓ ଶିଶୁଙ୍କୁ ପ୍ରଶଂସା ଗାନ କରିବା ପାଇଁ ଶିଖେଇଛ।’ ଏ କଥା କ’ଣ ତୁମ୍ଭେ ଧର୍ମଶାସ୍ତ୍ରରେ ପଢ଼ି ନାହଁ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ଵାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?

Viz kapitola kopírovat

ଓଡିଆ ବାଇବେଲ

16 ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 ସେମାନେ ଯୀଶୁଙ୍କୁ ପଚାରିଲେ, “ଏମାନେ କ’ଣ କହୁଛନ୍ତି, ତୁମେ ଶୁଣି ପାରୁଛ?” ଯୀଶୁ ଉତ୍ତର ଦେଲେ, “ନିଶ୍ଚୟ ଶୁଣୁଛି। ଧର୍ମଶାସ୍ତ୍ରରେ ଏକଥା କ’ଣ ପଢ଼ି ନାହଁ? ତୁମେ ପିଲା ଓ କୋମଳ ଶିଶୁମାନଙ୍କୁ ଯଥାର୍ଥ ଭାବରେ ପ୍ରଶଂସା କରିବାକୁ ଶିକ୍ଷା ଦେଇଛ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”

Viz kapitola kopírovat




ମାଥିଉ 21:16

Následuj nás:

Reklamy


Reklamy