ମାଥିଉ 21:20 - ପବିତ୍ର ବାଇବଲ20 ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏତେ ଶୀଘ୍ର ଡିମିରିଗଛଟି କିପରି ଶୁଖି ମରିଗଲା?” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମିରି ଗଛଟି କିପରି ସେହିକ୍ଷଣି ଶୁଖିଗଲା? Viz kapitolaଓଡିଆ ବାଇବେଲ20 ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିଗଛଟି କିପରି ସେହିକ୍ଷଣି ଶୁଖିଗଲା ? Viz kapitolaପବିତ୍ର ବାଇବଲ (CL) NT (BSI)20 ଶିଷ୍ୟମାନେ ଏହା ଦେଖି ବିସ୍ମିତ ହୋଇ ପଚାରିଲେ, “ଗଛଟି ଏତେ ଶୀଘ୍ର ଶୁଖିଗଲା କେମିତି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା? Viz kapitola |