Online Bible

- Reklamy -




ମାଥିଉ 21:23 - ପବିତ୍ର ବାଇବଲ

23 ଯୀଶୁ ମନ୍ଦିର ପରିସରକୁ ଗଲେ। ସେଠାରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନଯାଜକ ଓ ଲୋକମାନଙ୍କର ପ୍ରାଚୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାରରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ, ତୁମ୍ଭକୁ କିଏ ଏହି ଅଧିକାର ଦେଲା?

Viz kapitola kopírovat

ଓଡିଆ ବାଇବେଲ

23 ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ ମନ୍ଦିରକୁ ଫେରିଆସି ସେଠାରେ ଶିକ୍ଷା ଦେବାବେଳେ ମୁଖ୍ୟ ପୁରୋହିତ ଓ ଯିହୂଦୀନେତାମାନେ ତାଙ୍କୁ ପଚାରିଲେ, “କେଉଁ ଅଧିକାରରେ ତୁମେ ଏସବୁ କାମ କରୁଛ? ତୁମକୁ ଏ ଅଧିକାର କିଏ ଦେଲା?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?

Viz kapitola kopírovat




ମାଥିଉ 21:23

Následuj nás:

Reklamy


Reklamy