Online Bible

- Reklamy -




ମାଥିଉ 21:27 - ପବିତ୍ର ବାଇବଲ

27 ତେଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା, ଆମ୍ଭେ ତାହା ଜାଣି ନାହୁଁ।” ଯୀଶୁ କହିଲେ, “ତେବେ କେଉଁ ଅଧିକାରରେ ମୁଁ ଏସମସ୍ତ କାର୍ଯ୍ୟ କରୁଛି, ତାହା ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହିଁ। ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

27 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଏହା ଭାବି ସେମାନେ ଯୀଶୁଙ୍କୁ ଉତ୍ତର ଦେଇ କହିଲେ, “ଆମେ ଜାଣୁନା।” ଯୀଶୁ ସେମାନଙ୍କୁ କହିଲେ, “କେଉଁ ଅଧିକାରରେ ଏସବୁ କରୁଛି, ମୁଁ ମଧ୍ୟ ତୁମକୁ କହିବି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

Viz kapitola kopírovat




ମାଥିଉ 21:27

Následuj nás:

Reklamy


Reklamy