ମାଥିଉ 21:29 - ପବିତ୍ର ବାଇବଲ29 “ପୁଅ କହିଲା, ‘ମୁଁ ଯିବି ନାହିଁ।’ କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା। Viz kapitolaଓଡିଆ ବାଇବେଲ29 ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା । Viz kapitolaପବିତ୍ର ବାଇବଲ (CL) NT (BSI)29 ‘ନା, ମୁଁ କରିବି ନାହିଁ’ ବୋଲି ବଡ଼ ପୁଅ କହିଲା। କିନ୍ତୁ ପରେ ମନ ବଦଳାଇ କାମ କରିବାକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା। Viz kapitola |