ମାଥିଉ 21:3 - ପବିତ୍ର ବାଇବଲ3 ଯଦି ତୁମ୍ଭକୁ କେହି ଲୋକ ପଗ୍ଭରେ ଯେ, ତୁମ୍ଭେମାନେ କାହିଁକି ଗଧ ଦୁହିଁଙ୍କୁ ନେଇ ଯାଉଛ, ତେବେ ତୁମ୍ଭେ କହିବ ‘ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସେମାନଙ୍କୁ ସଙ୍ଗେ ସଙ୍ଗେ ପଠାଇଦେବେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ, ଏମାନଙ୍କଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ। Viz kapitolaଓଡିଆ ବାଇବେଲ3 ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ । Viz kapitolaପବିତ୍ର ବାଇବଲ (CL) NT (BSI)3 କେହି କିଛି ପଚାରିଲେ କହିବ, ‘ସେଥିରେ ଗୁରୁଙ୍କର ଦରକାର ଅଛି।’ ତେବେ ସଙ୍ଗେ ସଙ୍ଗେ ସେ ସେମାନଙ୍କୁ ଛାଡ଼ିଦେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।” Viz kapitola |