Online Bible

- Reklamy -




ମାଥିଉ 21:31 - ପବିତ୍ର ବାଇବଲ

31 “ତେବେ କୁହ, ‘କେଉଁ ପୁଅ ତା'ର ବାପାଙ୍କ ବାଧ୍ୟ ହେଲା?” ଯିହୂଦୀ ଧର୍ମ ନେତାମାନେ କହିଲେ, “ପ୍ରଥମ ପୁଅଟି ମାନିଲା।’ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଭାବ ଯେ, କରଆଦାୟକାରୀ ଓ ବେଶ୍ୟାମାନେ ଖରାପ ମଣିଷ। କିନ୍ତୁ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆଗ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା? ସେମାନେ କହିଲେ, ପ୍ରଥମ ଜଣକ। ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, "ପ୍ରଥମ ଜଣକ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 କୁହ, ଏ ଦୁଇପୁଅ ମଧ୍ୟରୁ କିଏ ତା’ ବାପାର ଆଜ୍ଞା ମାନିଥିଲା।” ସେମାନେ କହିଲେ, “ବଡ଼ ପୁଅ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ, କହୁଛି କରଆଦାୟକାରୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କଠାରୁ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।

Viz kapitola kopírovat




ମାଥିଉ 21:31

Následuj nás:

Reklamy


Reklamy