Online Bible

- Reklamy -




ମାଥିଉ 21:35 - ପବିତ୍ର ବାଇବଲ

35 “କିନ୍ତୁ କୃଷକମାନେ ଗ୍ଭକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ, ସେମାନେ ଜଣକ ପରେ ଜଣେ ଗ୍ଭକରକୁ ପଥରରେ ମାରିପକାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 କିନ୍ତୁ କୃଷକମାନେ ତାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।

Viz kapitola kopírovat

ଓଡିଆ ବାଇବେଲ

35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ରଇତମାନେ ସେହି ଦାସମାନଙ୍କୁ ଧରି ଜଣକୁ ବାଡ଼େଇଲେ, ଜଣକୁ ଜୀବନରେ ମାରି ପକାଇଲେ ଓ ଆଉ ଜଣକ ଉପରେ ଢ଼େଲା ପଥର ପକାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।

Viz kapitola kopírovat




ମାଥିଉ 21:35

Následuj nás:

Reklamy


Reklamy