Online Bible

- Reklamy -




ମାଥିଉ 21:38 - ପବିତ୍ର ବାଇବଲ

38 “କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତରେ କୁହା କୁହି ହେଲେ, ‘ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦେବା, ଏହି ସମ୍ପତ୍ତି ଆମ୍ଭର ହୋଇଯିବ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ବଧ କରି ଆମ୍ଭେମାନେ ଏହାର ଅଧିକାର ହସ୍ତଗତ କରୁ।

Viz kapitola kopírovat

ଓଡିଆ ବାଇବେଲ

38 ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 “କିନ୍ତୁ ରଇତମାନେ ମାଲିକଙ୍କ ପୁଅକୁ ଦେଖି ପରସ୍ପରକୁ କହିଲେ, ‘ଏଇ ଦେଖ, ମାଲିକଙ୍କର ଉତ୍ତରାଧିକାରୀ। ଆସ, ଏହାକୁ ମଧ୍ୟ ମାରି ପକାଇବା। ତାହାହେଲେ ସମ୍ପତ୍ତି ଆମର ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’

Viz kapitola kopírovat




ମାଥିଉ 21:38

Následuj nás:

Reklamy


Reklamy