ମାଥିଉ 21:39 - ପବିତ୍ର ବାଇବଲ39 କୃଷକମାନେ ପୁଅକୁ ଧରି ନେଇ ଦ୍ରାକ୍ଷା ବଗିଗ୍ଭ ବାହାରକୁ ଫିଙ୍ଗି ମାରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଆଉ, ସେମାନେ ତାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। Viz kapitolaଓଡିଆ ବାଇବେଲ39 ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)39 ଏହା କହି ସେମାନେ ତାକୁ କ୍ଷେତରୁ ତଡ଼ି ଦେଇ ବାହାରେ ହତ୍ୟା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ। Viz kapitola |