ମାଥିଉ 21:40 - ପବିତ୍ର ବାଇବଲ40 “ଅତଏବ, ଯେତେବେଳେ ନିଜେ ଜମିମାଲିକ ଆସିବେ, ସେତେବେଳେ ଏହି କୃଷକମାନଙ୍କୁ କ’ଣ କରିବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)40 ଅତଏବ, ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ? Viz kapitolaଓଡିଆ ବାଇବେଲ40 ଅତଏବ ଯତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କ'ଣ କରିବେ ? Viz kapitolaପବିତ୍ର ବାଇବଲ (CL) NT (BSI)40 “କୁହ ତ, କ୍ଷେତର ମାଲିକ ଯେତେବେଳେ ଆସିବେ, ସେ ରଇତମାନଙ୍କୁ କ’ଣ କରିବେ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?” Viz kapitola |