ମାଥିଉ 21:43 - ପବିତ୍ର ବାଇବଲ43 “ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଛଡ଼ାଇ ନିଆଯିବ। ପରମେଶ୍ୱର ତାହାଙ୍କ ରାଜ୍ୟରେ ଯାହା ହେବା ପାଇଁ ଗ୍ଭହାନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସେମାନଙ୍କୁ ପରମେଶ୍ୱର ତାହାଙ୍କ ରାଜ୍ୟ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ। Viz kapitolaଓଡିଆ ବାଇବେଲ43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ। Viz kapitolaପବିତ୍ର ବାଇବଲ (CL) NT (BSI)43 ଯୀଶୁ ପୁଣି କହିଲେ, “ତେଣୁ ତୁମ୍ଭମାନଙ୍କୁ କହୁଛି, ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅଧିକାର ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ ଏବଂ ଯେଉଁ ଗୋଷ୍ଠୀ ଏହି ରାଜ୍ୟର ସୁଫଳ ଦେଖାଇ ପାରିବେ, ସେମାନଙ୍କୁ ତାହା ଦିଆଯିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ। Viz kapitola |