ମାଥିଉ 21:44 - ପବିତ୍ର ବାଇବଲ44 ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହୋଇଯିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତେବେ ପଥରଟି ତାକୁ ଚୁନା କରିଦେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)44 ଆଉ, ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ତବିଖଣ୍ତ ହେବ, ପୁଣି ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ। Viz kapitolaଓଡିଆ ବାଇବେଲ44 ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।” Viz kapitola |