ମାଥିଉ 21:45 - ପବିତ୍ର ବାଇବଲ45 ପ୍ରଧାନଯାଜକ ଓ ଫାରୂଶୀମାନେ ଯୀଶୁଙ୍କ କାହାଣୀଗୁଡ଼ିକ ଶୁଣିଲେ। ସେମାନେ ଜାଣି ପାରିଲେ ଯେ, ଯୀଶୁ ଏ କଥା ସେହିମାନଙ୍କ ବିଷୟରେ କହୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)45 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହିସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ। Viz kapitolaଓଡିଆ ବାଇବେଲ45 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ । Viz kapitolaପବିତ୍ର ବାଇବଲ (CL) NT (BSI)45 ମୁଖ୍ୟ ପୁରୋହିତ ଓ ଫାରୁଶୀମାନେ ଏହି ଦୃଷ୍ଟାନ୍ତ କଥା ଶୁଣି ଯୀଶୁ ସେମାନଙ୍କୁ ଲକ୍ଷ୍ୟ କରୁଛନ୍ତି ବୋଲି ବୁଝି ପାରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ। Viz kapitola |