ମାଥିଉ 21:5 - ପବିତ୍ର ବାଇବଲ5 “ସିୟୋନ ନଗରୀକୁ କୁହ: ‘ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚଢ଼ିଛନ୍ତି, ସେହି ଛୁଆଟି ଏକ ସ୍ତନ୍ୟପାୟୀ ଗଧରୁ ଜନ୍ମ ହୋଇଛି।’” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ। Viz kapitolaଓଡିଆ ବାଇବେଲ5 ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ । Viz kapitolaପବିତ୍ର ବାଇବଲ (CL) NT (BSI)5 “ସିୟୋନ ନଗରୀକୁ କୁହ! ଦେଖ, ତୁମ ରାଜା ତୁବମ ନିକଟକୁ ଆସୁଛନ୍ତି; ସେ କେଡ଼େ ନମ୍ର-ଗଧ ଛୁଆ ପିଠିରେ ବସିଛନ୍ତି; ଦେଖ, ସେ ଗଧ ଉପରେ ବସି ଆସୁନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ। Viz kapitola |