ମାଥିଉ 21:8 - ପବିତ୍ର ବାଇବଲ8 ଯୀଶୁ ଯିରୁଶାଲମ ରାସ୍ତାରେ ଯାତ୍ରା କଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କର ଲୁଗା ରାସ୍ତାରେ ବିଛେଇ ଦେଲେ। ଆଉ କେତେକ ଲୋକ ଗଛରୁ ଡାଳ ସବୁ କାଟି ରାସ୍ତାରେ ବିଛାଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଲୋକସମୂହ ମଧ୍ୟରୁଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ8 ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ଉପସ୍ଥିତ ଜନତା ଯୀଶୁ ଯାଉଥିବା ରାସ୍ତା ଉପରେ ନିଜ ନିଜର ପୋଷାକ ବିଛାଇ ଦେଲେ ଏବଂ କେତେକ ଡ଼ାଳପତ୍ର କାଟି ଆଣି ସେହି ରାସ୍ତାରେ ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ। Viz kapitola |