Online Bible

- Reklamy -




ମାଥିଉ 21:9 - ପବିତ୍ର ବାଇବଲ

9 ଯୀଶୁଙ୍କ ଆଗେ ଆଗେ କେତେକ ଲୋକ ଯାଉଥିଲେ। ତାହାଙ୍କ ପଛେ ପଛେ ମଧ୍ୟ କେତେକ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ: “ଦାଉଦଙ୍କ ପୁତ୍ରଙ୍କ ମହିମା ଗାନକର। ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି। ସେ ଧନ୍ୟ। ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ମହିମା ଗାନ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକସମୂହ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ-ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ଵ ଲୋକରେ ହୋଶାନ୍ନା।

Viz kapitola kopírovat

ଓଡିଆ ବାଇବେଲ

9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ଯୀଶୁଙ୍କ ଆଗରେ ଓ ପଛରେ ଯାଉଥିବା ଲୋକାମନେ ଉଚ୍ଚ ସ୍ୱରରେ କହିଲେ, “ଦାଉଦ ସନ୍ତାନଙ୍କର ପ୍ରଶଂସା କର, ଯେ ପ୍ରଭୁଙ୍କ ନାମରେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ। ଈଶ୍ୱରଙ୍କ ପ୍ରଶଂସା କର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।

Viz kapitola kopírovat




ମାଥିଉ 21:9

Následuj nás:

Reklamy


Reklamy