ମାଥିଉ 22:14 - ପବିତ୍ର ବାଇବଲ14 “ହଁ ଅନେକ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି, କିନ୍ତୁ ସେମାନଙ୍କ ମଧ୍ୟରୁ ଅଳ୍ପ ଲୋକ ମନୋନୀତ ଅଟନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ଅନେକେ ଆହୂତ, କିନ୍ତୁ ଅଳ୍ପ ମନୋନୀତ। Viz kapitolaଓଡିଆ ବାଇବେଲ14 କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ । Viz kapitolaପବିତ୍ର ବାଇବଲ (CL) NT (BSI)14 ଗଳ୍ପ ଶେଷ କରି ଯୀଶୁ କହିଲେ, “ଅନେକେ ନିମନ୍ତ୍ରିତ, କିନ୍ତୁ ଅଳ୍ପ କେତେକ ମନୋନୀତ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’” Viz kapitola |