ମାଥିଉ 22:15 - ପବିତ୍ର ବାଇବଲ15 ଯୀଶୁ ଯେଉଁ ସ୍ଥାନରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଯୀଶୁଙ୍କ କଥା ଦ୍ୱାରା ତାହାଙ୍କୁ କିପରି ଫାନ୍ଦରେ ପକାଇବେ, ସେ ବିଷୟରେ ଯୋଜନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ଵାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। Viz kapitolaଓଡିଆ ବାଇବେଲ15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ । Viz kapitolaପବିତ୍ର ବାଇବଲ (CL) NT (BSI)15 କେତେ ଜଣ ଫାରୁଶୀ ଯୀଶୁଙ୍କୁ ପ୍ରଶ୍ନ ପଚାରି ତାଙ୍କୁ ଫାନ୍ଦରେ ପକାଇବା ପାଇଁ ଉପାୟ ପାଞ୍ଚିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। Viz kapitola |