Online Bible

- Reklamy -




ମାଥିଉ 22:16 - ପବିତ୍ର ବାଇବଲ

16 ସେମାନେ କେତେକ ହେରୋଦୀୟମାନଙ୍କ ସହିତ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯାଇ କହିଲେ, “ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ୱରଙ୍କ ମାର୍ଗ ବିଷୟରେ ଅନ୍ୟମାନେ କ’ଣ ଭାବୁଛନ୍ତି, ସେ ବିଷୟରେ ତୁମ୍ଭେ ଆଦୌ ଭୟ କର ନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି, ପୁଣି କାହାରିକି ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 ସେମାନେ ନିଜର କେତେ ଜଣ ଶିଷ୍ୟଙ୍କୁ ଓ ହେରୋଦ ପକ୍ଷର କେତେକ ଲୋକଙ୍କୁ ଯୀଶୁଙ୍କ ନିକଟକୁ ପଠାଇଲେ। ଏମାନେ ଆସି ଯୀଶୁଙ୍କୁ ପଚାରିଲେ, “ଗୁରୁ, ଆମେ ଜାଣୁ, ଆପଣ ସତ୍ୟ ଶିକ୍ଷା ଦେଇଛନ୍ତି। ଆପଣ ମନୁଷ୍ୟର ପଦମର୍ଯ୍ୟାଦାକୁ ଖାତିରି କରୁ ନ ଥିବାରୁ ଲୋକେ କଅଣ ଭାବିବେ, ଚିନ୍ତା ନ କରି ମନୁଷ୍ୟ ପାଇଁ ଈଶ୍ୱରଙ୍କର ସଂକଳ୍ପ ଯଥାର୍ଥ ଭାବରେ ବୁଝାଇ ପାରୁଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।

Viz kapitola kopírovat




ମାଥିଉ 22:16

Následuj nás:

Reklamy


Reklamy