ମାଥିଉ 22:17 - ପବିତ୍ର ବାଇବଲ17 ଏ ବିଷୟରେ ତୁମ୍ଭ ମତାମତ କ’ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଉଚିତ୍ ହେବ, ନା ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନା? Viz kapitolaଓଡିଆ ବାଇବେଲ17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କ'ଣ ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ? Viz kapitolaପବିତ୍ର ବାଇବଲ (CL) NT (BSI)17 ତେବେ କହନ୍ତୁ, ଏ ବିଷୟରେ ଆପଣଙ୍କର ମତ କଅଣ? ରୋମ୍ ସମ୍ରାଟଙ୍କୁ କର ଦେବା ଆମ ଧର୍ମଶାସ୍ତ୍ର ବ୍ୟବସ୍ଥା ଅନୁସାରେ ଉଚିତ୍ ନା ଅନୁଚିତ୍?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? Viz kapitola |