ମାଥିଉ 22:19 - ପବିତ୍ର ବାଇବଲ19 କର ଦେବା ପାଇଁ ବ୍ୟବହୃତ ହେଉଥିବା ଗୋଟେ ମୁଦ୍ରା ମୋତେ ଦେଖାଅ।” ସେମାନେ ଯୀଶୁଙ୍କୁ ଗୋଟିଏ ରୌପ୍ୟମୁଦ୍ରା ଦେଖାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେହି କରର ମୁଦ୍ରା ମୋତେ ଦେଖାଅ। ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ଅଧୁଲି ଆଣିଲେ। Viz kapitolaଓଡିଆ ବାଇବେଲ19 ସେହି କରର ମୁଦ୍ରା ମୋତେ ଦେଖାଅ। ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ଅଧୁଲି ଆଣିଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ଯେଉଁ ମୁଦ୍ରାରେ କର ଦେଉଛ, ସେଥିରୁ ଗୋଟିଏ ଆଣି ମୋତେ ଦେଖାଅ। ସେମାନେ ଗୋଟିଏ ମୁଦ୍ରା ଆଣି ତାଙ୍କୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 “ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। Viz kapitola |