ମାଥିଉ 22:21 - ପବିତ୍ର ବାଇବଲ21 ଲୋକମାନେ କହିଲେ, “କାଇସରଙ୍କର।” ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ। Viz kapitolaଓଡିଆ ବାଇବେଲ21 ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)21 ସେମାନେ ଉତ୍ତର ଦେଲେ, “ସମ୍ରାଟଙ୍କର”। ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା ସମ୍ରାଟଙ୍କର, ତାହା ସମ୍ରାଟଙ୍କୁ ଦିଅ ଏବଂ ଯାହା ଈଶ୍ୱରଙ୍କର, ତାହ ଈଶ୍ୱରଙ୍କୁ ଦିଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” Viz kapitola |