ମାଥିଉ 22:28 - ପବିତ୍ର ବାଇବଲ28 କିନ୍ତୁ ସମସ୍ତ ସାତ ଭାଇ ତାହାକୁ ବିବାହ କରିଥିଲେ। ତେବେ କୁହନ୍ତୁ, ପୁନରୁତ୍ଥାନ ପରେ ସେ କାହାର ସ୍ତ୍ରୀ ହେବ?” Viz kapitolaପବିତ୍ର ବାଇବଲ (Re-edited) - (BSI)28 ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ। Viz kapitolaଓଡିଆ ବାଇବେଲ28 ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସମସ୍ତେ ତ ତାହାକୁ ବିବାହ କରିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)28 ଯେଉଁ ଦିନ ମୃତ ବ୍ୟକ୍ତିମାନଙ୍କର ପୁନରୁତ୍ଥାନ ହେବ, ଏହି ସ୍ତ୍ରୀ ଲୋକଟି କାହାର ପତ୍ନୀ ବୋଲି ବିବେଚିତ ହେବ? ସମସ୍ତେ ତ ତାକୁ ବିବାହ କରିଥିଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ। Viz kapitola |