Online Bible

- Reklamy -




ମାଥିଉ 22:29 - ପବିତ୍ର ବାଇବଲ

29 ଯୀଶୁ କହିଲେ, “ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କ’ଣ କୁହେ ଜାଣ ନାହିଁ। ଏବଂ ପରମେଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭେମାନେ କିଛି ଜାଣି ନାହଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।

Viz kapitola kopírovat

ଓଡିଆ ବାଇବେଲ

29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କେଡ଼େ ଭ୍ରାନ୍ତ! ଶାସ୍ତ୍ର ବା ଈଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କର ସଠିକ୍ ଧାରଣା ନ ଥିବାରୁ ଏକଥା ପଚାରୁଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।

Viz kapitola kopírovat




ମାଥିଉ 22:29

Následuj nás:

Reklamy


Reklamy