ମାଥିଉ 22:30 - ପବିତ୍ର ବାଇବଲ30 ତୁମ୍ଭର ବୁଝି ରଖିବା ଉଚିତ୍ ଯେ, ଯେତେବେଳେ ଲୋକମାନେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ କୌଣସି ବିବାହ ହେବ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କେହି କାହାକୁ ବାହା ହେବେନି। ସେମାନେ ସ୍ୱର୍ଗରେ ସମସ୍ତେ ସ୍ୱର୍ଗଦୂତମାନଙ୍କ ଭଳି ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। Viz kapitolaଓଡିଆ ବାଇବେଲ30 କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)30 ପୁନରୁତ୍ଥାନ ପରେ ମୃତ ବ୍ୟକ୍ତିମାନେ ସ୍ୱର୍ଗଦୂତ ପରି ହେବେ। ସେମାନେ ବିବାହ କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। Viz kapitola |