Online Bible

- Reklamy -




ମାଥିଉ 22:31 - ପବିତ୍ର ବାଇବଲ

31 ମୃତର ପୁନରୁ‌ତ୍‌ଥାନ ବିଷୟରେ ପରମେଶ୍ୱର ତୁମ୍ଭକୁ କ’ଣ କହିଛନ୍ତି, ତାହା କ’ଣ ତୁମ୍ଭେ ପଢ଼ି ନାହଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ଵର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?

Viz kapitola kopírovat

ଓଡିଆ ବାଇବେଲ

31 ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ୱର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 ମୃତ ବ୍ୟକ୍ତିମାନେ ପୁନରୁତ୍ôଥତ ହେବା ବିଷୟରେ ଈଶ୍ୱର ଯାହା କହିଛନ୍ତି, ତୁମେ କ’ଣ ଶାସ୍ତ୍ରରେ କେବେ ପଢ଼ି ନାହଁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?

Viz kapitola kopírovat




ମାଥିଉ 22:31

Následuj nás:

Reklamy


Reklamy