ମାଥିଉ 22:32 - ପବିତ୍ର ବାଇବଲ32 ପରମେଶ୍ୱର କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇସ୍ହାକଙ୍କ ପରମେଶ୍ୱର ଓ ଯାକୁବଙ୍କ ପରମେଶ୍ୱର ଅଟେ।’ ଯଦି ନିଜେ ପରମେଶ୍ୱର କହିଛନ୍ତି ଯେ ସେ ସେମାନଙ୍କର ପରମେଶ୍ୱର, ତେବେ ସେମାନେ ବାସ୍ତବରେ ମୃତ ନୁହନ୍ତି। କାରଣ ପରମେଶ୍ୱର ମୃତ ଲୋକମାନଙ୍କର ପରମେଶ୍ୱର ନୁହନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆମ୍ଭେ ଅବ୍ରହାମଙ୍କ ଈଶ୍ଵର, ଇସ୍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର। ସେ ମୃତମାନଙ୍କ ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର। Viz kapitolaଓଡିଆ ବାଇବେଲ32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର । ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର । Viz kapitolaପବିତ୍ର ବାଇବଲ (CL) NT (BSI)32 ଈଶ୍ୱର କହିଛନ୍ତି, ‘ଆମେ ଅବ୍ରାହାମ, ଇସ୍ହାକ ଓ ଯାକୁବର ଈଶ୍ୱର’।” “ ଈଶ୍ୱର ତ ଜୀବିତମାନଙ୍କର ଈଶ୍ୱର - ମୃତମାନଙ୍କର ହୋଇ ନ ପାରନ୍ତି’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।” Viz kapitola |