Online Bible

- Reklamy -




ମାଥିଉ 22:37 - ପବିତ୍ର ବାଇବଲ

37 ଯୀଶୁ କହିଲେ, “ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କରିବ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ସେ ତାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ଵରଙ୍କୁ ପ୍ରେମ କର।

Viz kapitola kopírovat

ଓଡିଆ ବାଇବେଲ

37 ସେ ତାହାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ୱରଙ୍କୁ ପ୍ରେମ କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ଯୀଶୁ କହିଲେ, “ତୁମ ପ୍ରଭୁ ଈଶ୍ୱରଙ୍କୁ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରେମ ଭକ୍ତି କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’

Viz kapitola kopírovat




ମାଥିଉ 22:37

Následuj nás:

Reklamy


Reklamy