Online Bible

- Reklamy -




ମାଥିଉ 22:40 - ପବିତ୍ର ବାଇବଲ

40 ସମସ୍ତ ବ୍ୟବସ୍ଥା ଓ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କର ଲେଖାଗୁଡ଼ିକ ଏହି ଦୁଇଟି ଆଦେଶ ଉପରେ ଆଧାରିତ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।

Viz kapitola kopírovat

ଓଡିଆ ବାଇବେଲ

40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 ଏ ଦୁଇଟି ଆଜ୍ଞା ମୋଶାଙ୍କର ସମୁଦାୟ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶିକ୍ଷାର ଆଧାର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”

Viz kapitola kopírovat




ମାଥିଉ 22:40

Následuj nás:

Reklamy


Reklamy