ମାଥିଉ 22:43 - ପବିତ୍ର ବାଇବଲ43 ଯୀଶୁ ଫାରୂଶୀମାନଙ୍କୁ ପଗ୍ଭରିଲେ, “ଦାଉଦ ତାହାଙ୍କୁ ‘ପ୍ରଭୁ’ ବୋଲି କାହିଁକି ସମ୍ବୋଧନ କଲେ? ଦାଉଦ ପବିତ୍ରଆତ୍ମାଙ୍କ ଶକ୍ତିରେ କହୁଥିଲେ। ଦାଉଦ କହିଲେ: Viz kapitolaପବିତ୍ର ବାଇବଲ (Re-edited) - (BSI)43 ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଆବେଶରେ ତାହାଙ୍କୁ ପ୍ରଭୁ ବୋଲି କହନ୍ତି? Viz kapitolaଓଡିଆ ବାଇବେଲ43 ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)43 ଯୀଶୁ ପଚାରିଲେ, “ତାହାହେଲେ ଦାଉଦ ମସୀହଙ୍କୁ ‘ମୋର ପ୍ରଭୁ’ ବୋଲି କାହିଁକି ଉଲ୍ଲେଖ କରିଛନ୍ତି? ପରମାତ୍ମାଙ୍କ ପ୍ରେରଣାରେ ସେ ଲେଖିଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି? Viz kapitola |