Online Bible

- Reklamy -




ମାଥିଉ 22:45 - ପବିତ୍ର ବାଇବଲ

45 ଯଦି ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହୁଛନ୍ତି। ତେବେ ଖ୍ରୀଷ୍ଟ କିପରି ଦାଉଦଙ୍କ ପୁଅ ହୋଇ ପାରିବେ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?

Viz kapitola kopírovat

ଓଡିଆ ବାଇବେଲ

45 ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

45 “ଯଦି ଦାଉଦ ମସୀହଙ୍କୁ ପ୍ରଭୁ ବୋଲି ସମ୍ବୋଧନ କରିଛନ୍ତି, ତେବେ ମସୀହ କିପରି ତାଙ୍କର ବଂଶଧର ହୋଇ ପାରିବେ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”

Viz kapitola kopírovat




ମାଥିଉ 22:45

Následuj nás:

Reklamy


Reklamy