ମାଥିଉ 22:7 - ପବିତ୍ର ବାଇବଲ7 ରାଜା ଖୁବ୍ ରାଗିଗଲେ। ତାହାଙ୍କ ଗ୍ଭକରମାନଙ୍କୁ ଯେଉଁମାନେ ମାରିଦେଲେ, ସେମାନଙ୍କୁ ମାରିଦେବା ପାଇଁ ରାଜା ସୈନ୍ୟ ପଠାଇଲେ। ସୈନ୍ୟମାନେ ସେହି ହତ୍ୟାକାରୀମାନଙ୍କୁ ମାରିଦେଲେ ଓ ତାହାଙ୍କ ନଗରକୁ ପୋଡ଼ିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ରାଜା କ୍ରୋଧାନ୍ଵିତ ହୋଇ ଆପଣା ସୈନ୍ୟମାନଙ୍କୁ ପ୍ରେରଣ କରି ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ। Viz kapitolaଓଡିଆ ବାଇବେଲ7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)7 ରାଜା କ୍ରୋଧରେ ଜର୍ଜରିତ ହୋଇ ସୈନ୍ୟମାନଙ୍କୁ ପଠାଇଲେ। ସେମାନେ ସେହି ନରହନ୍ତାମାନଙ୍କୁ ବଧ କରି ସେମାନଙ୍କ ସହରକୁ ପୋଡ଼ି ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ। Viz kapitola |