Online Bible

- Reklamy -




ମାଥିଉ 23:14 - ପବିତ୍ର ବାଇବଲ

14

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 [ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତ୍ଵର ଦଣ୍ତ ପାଇବ।]

Viz kapitola kopírovat

ଓଡିଆ ବାଇବେଲ

14 [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ ।]

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।]

Viz kapitola kopírovat




ମାଥିଉ 23:14

Následuj nás:

Reklamy


Reklamy