ମାଥିଉ 23:22 - ପବିତ୍ର ବାଇବଲ22 ଏବଂ ଯେଉଁ ଲୋକ ସ୍ୱର୍ଗ ନାମରେ ଶପଥ ନେଇଥାଏ, ସେ ପରମେଶ୍ୱରଙ୍କ ସିଂହାସନ ସହିତ ସେହି ସିଂହାସନ ଉପରେ ଯିଏ ବିରାଜମାନ, ତାହାଙ୍କ ନାମରେ ମଧ୍ୟ ଶପଥ ନେଇଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି, ଯେ ସ୍ଵର୍ଗର ଶପଥ କରେ, ସେ ଈଶ୍ଵରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ। Viz kapitolaଓଡିଆ ବାଇବେଲ22 ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ୱରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ । Viz kapitolaପବିତ୍ର ବାଇବଲ (CL) NT (BSI)22 “କେହି ସ୍ୱର୍ଗ ନାମରେ ଶପଥ କଲେ, ସେ ଈଶ୍ୱରଙ୍କ ସିଂହାସନ ଓ ତଦୁପରେ ଉପବିଷ୍ଟ ଈଶ୍ୱରଙ୍କ ନାମରେ ଶପଥ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ। Viz kapitola |