ମାଥିଉ 23:26 - ପବିତ୍ର ବାଇବଲ26 ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ୟ ସଫା ହୋଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ପରିଷ୍କାର କର, ଯେପରି ସେଥିର ବାହାର ମଧ୍ୟ ପରିଷ୍କୃତ ହେବ। Viz kapitolaଓଡିଆ ବାଇବେଲ26 ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ । Viz kapitolaପବିତ୍ର ବାଇବଲ (CL) NT (BSI)26 “ଅନ୍ଧ ଫାରୁଶୀଗଣ! ପାତ୍ରର ଭିତରଟାକୁ ଆଗ ପରିଷ୍କାର କର, ତାହାହେଲେ ବାହାରଟା ମଧ୍ୟ ପରିଷ୍କାର ହୋଇଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ। Viz kapitola |