ମାଥିଉ 23:27 - ପବିତ୍ର ବାଇବଲ27 “ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳାରଙ୍ଗ ବୋଳା ହୋଇଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦେଖାଯାଏ। କିନ୍ତୁ ସମାଧି ଭିତର ମଲା ଲୋକର କେବଳ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା’ ଭିତରେ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଶୁକ୍ଳୀକୃତ ସମାଧି ସ୍ଵରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ; Viz kapitolaଓଡିଆ ବାଇବେଲ27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ; Viz kapitolaପବିତ୍ର ବାଇବଲ (CL) NT (BSI)27 “ଆହେ ଧର୍ମଗୁରୁ ଓ ଫାରୁଶୀଗଣ! ତୁମେ କେଡ଼େ ଭୀଷଣ ଦଶା ଭୋଗିବ। ଆରେ କପଟୀ ଗଣ! ତୁମେ ସବୁ ବାହାର ପଟେ ଚୂନଧଉଳା ହୋଇଥିବା କବର ପରି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ; Viz kapitola |