Online Bible

- Reklamy -




ମାଥିଉ 23:28 - ପବିତ୍ର ବାଇବଲ

28 ଠିକ୍ ସେହିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦେଖା ଯାଉଛ, କିନ୍ତୁ ଭିତରେ ତୁମ୍ଭେ ଚ୍ଛନ୍ଦ କପଟ ଓ ଖରାପ ଗୁଣରେ ପରିପୂର୍ଣ୍ଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।

Viz kapitola kopírovat

ଓଡିଆ ବାଇବେଲ

28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 “ବାହାରକୁ ଏଗୁଡ଼ିକ ସୁନ୍ଦର ଦିଶେ, କିନ୍ତୁ ଭିତର ଅସ୍ଥି କଙ୍କାଳ ଓ ପଚା ଶବରେ ପୂର୍ଣ୍ଣ। ସେହିପରି ତୁମେ ବାହାରକୁ ସମସ୍ତଙ୍କ ଆଗରେ ଭଲ ଦେଖାଯାଅ, କିନ୍ତୁ ତୁମ ଭିତରଟା କପଟ ଓ ପାପରେ ପରିପୂର୍ଣ୍ଣ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।”

Viz kapitola kopírovat




ମାଥିଉ 23:28

Následuj nás:

Reklamy


Reklamy