ମାଥିଉ 23:33 - ପବିତ୍ର ବାଇବଲ33 “ତୁମ୍ଭେମାନେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳରେ ଜନ୍ମ ହୋଇଛ। ତୁମ୍ଭେ ପରମେଶ୍ୱରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଗ୍ଭର କରାଯିବ ଓ ତୁମ୍ଭେମାନେ ନର୍କକୁ ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନରକ ଦଣ୍ତରୁ ରକ୍ଷା ପାଇବ? Viz kapitolaଓଡିଆ ବାଇବେଲ33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ? Viz kapitolaପବିତ୍ର ବାଇବଲ (CL) NT (BSI)33 “ଆରେ ସର୍ପଗଣ! କାଳସର୍ପର ବଂଶଧର! ନରକ ଦଣ୍ଡରୁ ରକ୍ଷା ପାଇବା ବୋଲି କିପରି ଆଶା କରୁଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ? Viz kapitola |