ମାଥିଉ 23:34 - ପବିତ୍ର ବାଇବଲ34 ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହାକାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ, Viz kapitolaଓଡିଆ ବାଇବେଲ34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ, Viz kapitolaପବିତ୍ର ବାଇବଲ (CL) NT (BSI)34 ତେଣୁ ମୁଁ କହୁଛି; ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଶିକ୍ଷାଗୁରୁ ଓ ବିଜ୍ଞ ଲୋକମାନଙ୍କୁ ପଠାଇବି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ତୁମେ ହତ୍ୟା କରିବ, କେତେକଙ୍କୁ କ୍ରୁଶରେ ଚାବୁକ ମାରି ଗୋଟିଏ ସହରରୁ ଆଉ ଗୋଟିଏ ସହରକୁ ତଡ଼ିଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ, Viz kapitola |