ମାଥିଉ 23:35 - ପବିତ୍ର ବାଇବଲ35 “ତେଣୁ ଧାର୍ମିକ ଲୋକ ହେବଲଙ୍କଠାରୁ ଆରମ୍ଭ କରି ବେରିଖିୟଙ୍କ ପୁତ୍ର ଯିଖରିୟଙ୍କ ପର୍ଯ୍ୟନ୍ତ ଏ ପୃଥିବୀରେ ଯେତେ ଭଲ ଲୋକଙ୍କୁ ମାରି ଦିଆଯାଇଛି, ସେଥିପାଇଁ ତୁମ୍ଭେମାନେ ଦୋଷୀ ସାବ୍ୟସ୍ତ ହେବ। ବେରିଖିୟଙ୍କ ପୁତ୍ର ଯିଖରିୟଙ୍କୁ ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ତୁମ୍ଭେମାନେ ହତ୍ୟା କରିଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ଯଜ୍ଞବେଦିର ମଧ୍ୟସ୍ଥଳରେ ବଧ କଲ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହିସମସ୍ତ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ। Viz kapitolaଓଡିଆ ବାଇବେଲ35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ । Viz kapitolaପବିତ୍ର ବାଇବଲ (CL) NT (BSI)35 ପରିଣାମରେ ହେବଲଠାରୁ ଆରମ୍ଭ କରି ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ନିହତ ହୋଇଥିବା ଜିଖରିୟ (ବରଖିଆଙ୍କ ପୁତ୍ର) ପର୍ଯ୍ୟନ୍ତ ସମସ୍ତ ନିର୍ଦ୍ଦୋଷ ବ୍ୟକ୍ତିମାନଙ୍କ ହତ୍ୟା ପାଇଁ ତୁମ୍ଭେମାନେ ଦଣ୍ଡିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ। Viz kapitola |