Online Bible

- Reklamy -




ମାଥିଉ 23:36 - ପବିତ୍ର ବାଇବଲ

36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହିସମସ୍ତ ବର୍ତ୍ତିବ।

Viz kapitola kopírovat

ଓଡିଆ ବାଇବେଲ

36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ମୁଁ ନିଶ୍ଚିତ ଭାବରେ କହୁଛି, ଏ ସମସ୍ତଙ୍କ ହତ୍ୟା ପାଇଁ ଏ ଯୁଗର ଲୋକମାନେ ଦଣ୍ଡ ଭୋଗ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”

Viz kapitola kopírovat




ମାଥିଉ 23:36

Následuj nás:

Reklamy


Reklamy